ଗୀତସଂହିତା 34:2 - ପବିତ୍ର ବାଇବଲ2 ନମ୍ର ଲୋକମାନେ ଶୁଣ ଓ ଆନନ୍ଦିତ ହୁଅ। ମୋର ଆତ୍ମା ସଦାପ୍ରଭୁଙ୍କ ଧ୍ୟାନରେ ବ୍ୟାକୁଳ ହେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। Gade chapit laଓଡିଆ ବାଇବେଲ2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”