ଗୀତସଂହିତା 34:3 - ପବିତ୍ର ବାଇବଲ3 ମୋ’ ସହିତ ପରମେଶ୍ୱରଙ୍କ ମାହାତ୍ମ୍ୟ ପ୍ରକାଶ କର। ତାଙ୍କ ନାମର ମହିମା କୀର୍ତ୍ତନ କର। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। Gade chapit laଓଡିଆ ବାଇବେଲ3 ଆହେ, ମୋ’ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। Gade chapit la |
ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।