Biblia Todo Logo
Bib sou entènèt

- Piblisite -




ଗୀତସଂହିତା 39:3 - ପବିତ୍ର ବାଇବଲ

3 ମୁଁ ଅତି କ୍ରୋଧିତ ଥିଲି। ମୁଁ ଯେତେବେଳେ ମୋର କ୍ରୋଧ ବିଷୟରେ ଭାବିଲି ଆହୁରି ଅଧିକ କ୍ରୋଧୀ ହେଲି। ତେଣୁ ମୁଁ ଜିହ୍ୱାରେ କିଛି କହି ପକାଇଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଅନ୍ତରରେ ମୋହର ହୃଦୟ ଉତ୍ତପ୍ତ ହେଲା; ଭାବୁ ଭାବୁ ଅଗ୍ନି ପ୍ରଜ୍ଵଳିତ ହେଲା; ତେବେ ମୁଁ ଆପଣା ଜିହ୍ଵାରେ କଥା କହିଲି;

Gade chapit la Kopi

ଓଡିଆ ବାଇବେଲ

3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;

Gade chapit la Kopi




ଗୀତସଂହିତା 39:3
3 Referans Kwoze  

ତା'ପରେ ସେମାନେ ପରସ୍ପର କଥାବାର୍ତ୍ତା ହେଲେ, “ଯେତେବେଳେ ଯୀଶୁ ଆମ୍ଭ ସହିତ ରାସ୍ତାରେ କଥାବାର୍ତ୍ତା ହେଉଥିଲେ, ସେତେବେଳେ ଆମ୍ଭ ହୃଦୟ ଭିତରେ ଅଗ୍ନି ଜଳି ଉଠିବା ଭଳି ମନେ ହେଉଥିଲା। ସେ ଆମ୍ଭକୁ ଯେତେବେଳେ ଶାସ୍ତ୍ରର ବାସ୍ତବ ଅର୍ଥ ବୁଝାଉଥିଲେ, ତାହା ଆମ୍ଭକୁ ଉତ୍ତେଜିତ କରି ଦେଉଥିଲା।”


ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।


ତା'ପରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲା। ମୁଁ ଦୁଃଖିତ ହୃଦୟରେ କ୍ରୋଧିତ ହୋଇ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମୋତେ ଧରିଥିଲା।


Swiv nou:

Piblisite


Piblisite