ଗୀତସଂହିତା 39:7 - ପବିତ୍ର ବାଇବଲ7 ହେ ମୋର ପ୍ରଭୁ, ମୋର ଆଉ କ’ଣ ଆଶା ଅଛି? ତୁମ୍ଭେ ମୋର ସମସ୍ତ ଆଶା ଓ ଭରସା। Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। Gade chapit laଓଡିଆ ବାଇବେଲ7 ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି। Gade chapit la |
ଯଦି କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କେହି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଗ୍ଭରେ ନାହିଁ ଯେ, “କାହିଁକି ମୁଁ ଏତେ କଠିନ କାର୍ଯ୍ୟ କରୁଛି? କାହିଁକି ମୁଁ ମୋର ଜୀବନକୁ ଉପଭୋଗ କରିବି ନାହିଁ?” ଏହା ମଧ୍ୟ ଅସାର ଓ ଅତ୍ୟନ୍ତ କ୍ଳେଶ ଜନକ।