ଗୀତସଂହିତା 39:8 - ପବିତ୍ର ବାଇବଲ8 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସମସ୍ତ ଅଧର୍ମରୁ ଉଦ୍ଧାର କର। ମୋତେ ମୂର୍ଖ ଲୋକମାନଙ୍କ ଦ୍ୱାରା ନିନ୍ଦାପାତ୍ର କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। Gade chapit laଓଡିଆ ବାଇବେଲ8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ। Gade chapit la |
ସଦାପ୍ରଭୁଙ୍କର ସେବକଗଣ, ଯାଜକମାନେ ମଣ୍ତପ ଓ ଯଜ୍ଞବେଦିରେ ନିଶ୍ଚିତ କାନ୍ଦିବେ ଓ ଆକୁଳରେ ସଦାପ୍ରଭୁଙ୍କୁ ନିବେଦନ କରିବେ, “ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ୱାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅ ନାହିଁ ଏବଂ ସେମାନଙ୍କୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, ‘ତୁମ୍ଭର ସଦାପ୍ରଭୁ କାହାନ୍ତି?’”