ଗୀତସଂହିତା 39:9 - ପବିତ୍ର ବାଇବଲ9 ମୁଁ ମୋର ପାଟି ଖୋଲି ନାହିଁ। ମୁଁ କିଛି କହି ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ଯାହା କରିବା କଥା ତାହା କରିଛ। Gade chapit laପବିତ୍ର ବାଇବଲ (Re-edited) - (BSI)9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ। Gade chapit laଓଡିଆ ବାଇବେଲ9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ। Gade chapit la |
ସେ ପ୍ରାର୍ଥନା କରି କହିଲା, “ମୁଁ ଯେତେବେଳେ ଏହି ପୃଥିବୀରେ ଜନ୍ମ ଲାଭ କଲି ସେତେବେଳେ ମୁଁ ଲଙ୍ଗଳା ଥିଲି ଓ ମୋ’ ପାଖରେ କିଛି ନ ଥିଲା। ଠିକ୍ ସେହିପରି ମୁଁ ଯେତେବେଳେ ମୃତ୍ୟୁବରଣ କରିବି ଓ ଏ ପୃଥିବୀକୁ ତ୍ୟାଗ କରିବି ସେତେବେଳେ ମଧ୍ୟ ଲଙ୍ଗଳା ଓ ଖାଲି ହାତରେ ଯିବି। ସଦାପ୍ରଭୁ ସବୁକିଛି ଦିଅନ୍ତି ଏବଂ ସବୁକିଛି ନେଇ ଯାଆନ୍ତି। ତେଣୁ ସଦାପ୍ରଭୁଙ୍କ ନାମ ହିଁ ପ୍ରଶଂସା ଯୋଗ୍ୟ।”