ଗୀତସଂହିତା 4:3 - ପବିତ୍ର ବାଇବଲ3 ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି। ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। Gade chapit laଓଡିଆ ବାଇବେଲ3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। Gade chapit la |
କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”