Biblia Todo Logo
Bib sou entènèt

- Piblisite -




ଗୀତସଂହିତା 40:1 - ପବିତ୍ର ବାଇବଲ

1 ମୁଁ ସଦାପ୍ରଭୁଙ୍କୁ ଡାକିଲି, ସେ ମୋର ଡାକ ଓ କ୍ରନ୍ଦନ ଧ୍ୱନି ଶୁଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୁକ୍ତି ଶୁଣିଲେ।

Gade chapit la Kopi

ଓଡିଆ ବାଇବେଲ

1 ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଧୈର୍ଯ୍ୟ ଧରି ସଦାପ୍ରଭୁଙ୍କର ଅପେକ୍ଷା କଲି; ପୁଣି, ସେ ମନୋଯୋଗ କରି ମୋହର କାକୂକ୍ତି ଶୁଣିଲେ।

Gade chapit la Kopi




ଗୀତସଂହିତା 40:1
7 Referans Kwoze  

ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।


ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ। ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମରେ ଖ୍ୟାତି ଏହି ନଗର ଅବସ୍ଥା ଦେଖ। ଆମ୍ଭେମାନେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବେଦନ କରୁଅଛୁ।


ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ। ସାହାଯ୍ୟ ପାଇଁ ମୋର ଡାକ ଶୁଣ।


ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।


ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ ଉତ୍ତର ଦେଲେ।


Swiv nou:

Piblisite


Piblisite