ଗୀତସଂହିତା 40:3 - ପବିତ୍ର ବାଇବଲ3 ସଦାପ୍ରଭୁ ମୋ’ ମୁଖରେ ଏକ ନୂତନ ଗୀତ ଉଚ୍ଚାରଣ କଲେ। ସେହି ଗୀତଟି ପରମେଶ୍ୱରଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ଥିଲା। ଅନେକ ଲୋକ ଦେଖିବେ ମୋ’ ପ୍ରତି ଯାହାସବୁ ଘଟିଗଲା, ଯାହା ଫଳରେ ସେମାନେ ପରମେଶ୍ୱରଙ୍କୁ ଉପାସନା କରିବେ। ସେମାନେ ସଦାପ୍ରଭୁଙ୍କୁ ବିଶ୍ୱାସ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି ସଦାପ୍ରଭୁଙ୍କଠାରେ ବିଶ୍ଵାସ କରିବେ। Gade chapit laଓଡିଆ ବାଇବେଲ3 ପୁଣି, ସେ ମୋ’ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ମୋʼ ମୁଖରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସାର ଏକ ନୂତନ ଗୀତ ଦେଇଅଛନ୍ତି; ଅନେକେ ଏହା ଦେଖିବେ ଓ ଭୟ କରିବେ, ପୁଣି, ସଦାପ୍ରଭୁଙ୍କଠାରେ ବିଶ୍ୱାସ କରିବେ। Gade chapit la |