Biblia Todo Logo
Bib sou entènèt

- Piblisite -




ଗୀତସଂହିତା 40:4 - ପବିତ୍ର ବାଇବଲ

4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ।

Gade chapit la Kopi




ଗୀତସଂହିତା 40:4
16 Referans Kwoze  

ସଦାପ୍ରଭୁ ଯେ ମଙ୍ଗଳମୟ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ୟକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହେବ।


ସଦାପ୍ରଭୁ, ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ ଦିଗ ଆଡ଼କୁ ମାଡ଼ନ୍ତି। ସେହିମାନଙ୍କୁ ଦଣ୍ଡ ଦିଅ, ଯେଉଁମାନେ ଅପରାଧ କରନ୍ତି। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।


ଦେଖାଇଦିଅ ଯେ ତୁମ୍ଭେମାନେ ତାଙ୍କର ପୁତ୍ର ତାହାଙ୍କ ପ୍ରତି ଅନୁରକ୍ତ ଅଟ ତା’ ନ ହେଲେ ସେ କ୍ରୋଧିତ ହେବେ ଏବଂ ତୁମ୍ଭମାନଙ୍କୁ ବିନାଶ କରିବେ। ଯେଉଁମାନେ ସଦାପ୍ରଭୁଙ୍କର ବିଶ୍ୱାସୀ ସେମାନେ ସୁଖ-ଶାନ୍ତିରେ ଜୀବନ ବିତାନ୍ତି। କିନ୍ତୁ ଅନ୍ୟମାନେ ସାବଧାନ ହେବା ଉଚିତ୍ କାରଣ ସଦାପ୍ରଭୁଙ୍କ କ୍ରୋଧର ଶିକାର ସେମାନେ ଯେକୌଣସି ସମୟରେ ଧନ୍ୟ।


“କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ।


ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ। ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।


ସଦାପ୍ରଭୁ ତୁମ୍ଭେ ଗର୍ବୀ ଲୋକମାନଙ୍କୁ ଉପହାସ କର। ଯେଉଁମାନେ ତୁମ୍ଭର ଆଜ୍ଞାଗୁଡ଼ିକୁ ଅନୁସରଣ କରିବାକୁ ବନ୍ଦ କରନ୍ତି ସେମାନେ ଅଭିଶପ୍ତ ହୁଅନ୍ତି।


ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ। ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର।


ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।


Swiv nou:

Piblisite


Piblisite