ଗୀତସଂହିତା 41:1 - ପବିତ୍ର ବାଇବଲ1 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ। ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେଉଁ ଜନ ଦୀନହୀନ ନିମନ୍ତେ ଚିନ୍ତା କରଇ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ। Gade chapit laଓଡିଆ ବାଇବେଲ1 ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ। Gade chapit la |