Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:12 - ପବିତ୍ର ବାଇବଲ

12 ମୁଁ ନିରପରାଧ ଥିଲି। ତୁମ୍ଭେ ମୋତେ ସାହାଯ୍ୟ କରିଲ। ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।

Gade chapit la Kopi

ଓଡିଆ ବାଇବେଲ

12 ତୁମ୍ଭେ ମୋ’ ସରଳତାରେ ମୋତେ ଧରି ରଖୁଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।

Gade chapit la Kopi




ଗୀତସଂହିତା 41:12
11 Referans Kwoze  

ପରମେଶ୍ୱର ସତ୍ ଲୋକମାନଙ୍କୁ ଦେଖାଗ୍ଭହାଁ କେବେ ବନ୍ଦ କରନ୍ତି ନାହିଁ। ସେ ସେମାନଙ୍କୁ ରାଜାମାନଙ୍କ ପରି ଚିରଦିନ ସିଂହାସନରେ ବସାନ୍ତି ଏବଂ ସେ ସେମାନଙ୍କର ଉ‌‌‌ତ୍‌‌‌ଥାପନ କରନ୍ତି।


କାରଣ ଦୁଷ୍ଟ ଲୋକମାନେ ଧ୍ୱଂସ ପାଇବେ। କିନ୍ତୁ ସଦାପ୍ରଭୁ ଧାର୍ମିକ ବ୍ୟକ୍ତିମାନଙ୍କୁ ରକ୍ଷା କରିବେ।


“ହେ ପରମପିତା, ତୁମ୍ଭେ ମୋତେ ଯେଉଁ ଲୋକମାନଙ୍କୁ ଦେଇଛ, ମୁଁ ଗ୍ଭହେଁ, ମୁଁ ଥିବା ପ୍ରତ୍ୟେକ ସ୍ଥାନରେ ସେମାନେ ମୋ’ ସହିତ ରୁହନ୍ତୁ। ମୁଁ ଇଚ୍ଛା କରେ, ସେମାନେ ମୋର ଗୌରବ ଦେଖନ୍ତୁ। ଏହି ଗୌରବ ତୁମ୍ଭେ ମୋତେ ଦେଇଛ, କାରଣ ତୁମ୍ଭେ ପୃଥିବୀ ସୃଷ୍ଟି ହେବା ପୂର୍ବରୁ ମୋତେ ପ୍ରେମ କଲ।


ମୁଁ ତୁମ୍ଭଠାରେ ଲାଗିରହେ। ତୁମ୍ଭର ଡାହାଣ ହସ୍ତ ମୋତେ ସମର୍ଥନ କରେ।


ସଦାପ୍ରଭୁ ଉତ୍ତମ ବ୍ୟକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସେମାନଙ୍କର ପ୍ରାର୍ଥନା ଶୁଣନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ମହାନ। ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର।


ମୁଁ ଭାବିଲି, ମୁଁ ତଳକୁ ଖସିବା ଅବସ୍ଥାରେ ଥିଲି କିନ୍ତୁ ପ୍ରଭୁ ତୁମ୍ଭର ପ୍ରେମ, ମୋତେ ସକ୍ଷମ ହେଲା।


ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି। ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ, ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।


ତୁମ୍ଭେ ମୋତେ ବଞ୍ଚିବା ପାଇଁ ଜୀବନପଥ ଶିକ୍ଷା ଦେବ। ଯେହେତୁ ମୁଁ ତୁମ୍ଭ ସହିତ ଅଛି। ହେ ସଦାପ୍ରଭୁ, ତୁମ୍ଭେ ମୋତେ ସୁଖ ଶାନ୍ତିରେ ରହିବାକୁ ଦେବ। ଯେହେତୁ ମୁଁ ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ, ତାହା ମୋ’ ପାଇଁ ନିତ୍ୟ ସୁଖଭୋଗ ଆଣିଦେବ।


ହେ ସଦାପ୍ରଭୁ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ପ୍ରାର୍ଥନା କଲି ଓ ତହିଁରେ ତୁମ୍ଭେ ମୋତେ ସୁସ୍ଥ କରିଅଛ।


Swiv nou:

Piblisite


Piblisite