Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:3 - ପବିତ୍ର ବାଇବଲ

3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।

Gade chapit la Kopi




ଗୀତସଂହିତା 41:3
7 Referans Kwoze  

ମୋର ମନ ଏବଂ ଶରୀର ଦୁର୍ବଳ ହୁଏ, କିନ୍ତୁ ପରମେଶ୍ୱର ଅନନ୍ତକାଳ ମୋ’ ହୃଦୟକୁ ଓ ମୋତେ ସ୍ଥାୟୀତ୍ୱ ଦିଅନ୍ତି।


ତହୁଁ ଏଲିୟ ରାଜାଙ୍କୁ କହିଲେ, “ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତୁମ୍ଭେ ଇକ୍ରୋଣ ଦେବତା ବାଲ୍-ସବୂବଠାରୁ ପ୍ରଶ୍ନ ପଗ୍ଭରିବାକୁ, କାହିଁକି ଦୂତ ପଠାଇଲ? ତୁମ୍ଭର ଏହି କାର୍ଯ୍ୟ ଯୋଗୁଁ ତୁମ୍ଭେ ଶଯ୍ୟାରୁ ଆଉ ଉଠିବ ନାହିଁ, ସେହିଠାରେ ତୁମ୍ଭେ ମରିବ। ସଦାପ୍ରଭୁ ଏହିସବୁ ବାକ୍ୟଗୁଡ଼ିକ କହିଲେ।”


ତହୁଁ ବାର୍ତ୍ତାବହମାନେ ଅହସିୟଙ୍କୁ କହିଲେ, “ଜଣେ ଲୋକ ଆମ୍ଭକୁ ସାକ୍ଷାତ କରିବାକୁ ଆସିଲେ ଓ କହିଲେ, ତୁମ୍ଭ ରାଜାଙ୍କ ପାଖକୁ ଫେରିଯାଅ ଓ ତାଙ୍କୁ କୁହ, ସଦାପ୍ରଭୁ କୁହନ୍ତି, ‘ଇସ୍ରାଏଲରେ କ’ଣ ପରମେଶ୍ୱର ନାହାନ୍ତି? ତେବେ ତୁମ୍ଭେ କାହିଁକି ବାର୍ତ୍ତାବହମାନଙ୍କୁ ଇକ୍ରୋଣର ଦେବତା ବାଲ୍-ସବୂବଙ୍କୁ ପଗ୍ଭରିବାକୁ ପଠାଇଅଛ? ତେଣୁ ତୁମ୍ଭେ ଆଉ ଶଯ୍ୟାରୁ ଉଠିବ ନାହିଁ, ସେହିଠାରେ ମରିବ।’”


ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।


Swiv nou:

Piblisite


Piblisite