Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:8 - ପବିତ୍ର ବାଇବଲ

8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି ଓ ସେଥିପାଇଁ ବେମାର ଅଛି। ସେ ଆଉ ଭଲ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।

Gade chapit la Kopi




ଗୀତସଂହିତା 41:8
7 Referans Kwoze  

ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ। ପରମେଶ୍ୱର ତାଙ୍କୁ ପରିତ୍ୟାଗ କରିଛନ୍ତି। ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”


ଏହି ଯେଉଁ ସ୍ତ୍ରୀ ଲୋକଟିକୁ ମୁଁ ସୁସ୍ଥ କରିଦେଲି ସେ ଆମ୍ଭର ଜଣେ ଯିହୂଦୀ ଭଉଣୀ ଶୟତାନ ତାକୁ ଅଠର ବର୍ଷ ହେଲା ବାନ୍ଧି ରଖିଥିଲା, ବିଶ୍ରାମବାରରେ ସେଥିରୁ ସେ ମୁକ୍ତ ହେବା କ’ଣ ଉଚିତ୍ ନୁହେଁ?”


ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା


Swiv nou:

Piblisite


Piblisite