Biblia Todo Logo
Bib sou entènèt

- Piblisite -




ଗୀତସଂହିତା 41:9 - ପବିତ୍ର ବାଇବଲ

9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି। କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ଵାସ କଲି, ଯେ ମୋହର ରୋଟୀ ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

Gade chapit la Kopi

ଓଡିଆ ବାଇବେଲ

9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।

Gade chapit la Kopi




ଗୀତସଂହିତା 41:9
13 Referans Kwoze  

“ମୁଁ ତୁମ୍ଭ ସମସ୍ତଙ୍କ ବିଷୟରେ କହୁ ନାହିଁ। ମୁଁ ଯେଉଁମାନଙ୍କୁ ବାଛିଛି, ସେମାନଙ୍କୁ ଜାଣେ। କିନ୍ତୁ ଶାସ୍ତ୍ରରେ ଯାହା ଲେଖାଅଛି, ତାହା ନିଶ୍ଚୟ ଘଟିବ: ‘ଯେଉଁ ଲୋକ ମୋ’ ସହିତ ଖାଏ, ସେ ମୋ’ ବିରୁଦ୍ଧରେ ଠିଆ ହେବ।’


ଯୀଶୁ ଉତ୍ତର ଦେଲେ, “ଯେଉଁ ଲୋକ ମୋ’ ସାଙ୍ଗରେ ଗିନାରେ ତା'ର ହାତ ବୁଡ଼ାଇଛି, ସେ ମୋ’ ସହିତ ବିଶ୍ୱାସଘାତକତା କରିବ।


ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”


ମୋର ନିକଟତମ ବନ୍ଧୁମାନେ ମୋତେ ଘୃଣା କରନ୍ତି। ମୁଁ ଯେଉଁ ଲୋକମାନଙ୍କୁ ଭଲପାଏ, ସେମାନେ ମୋ’ ବିରୁଦ୍ଧରେ ଯାଉଛନ୍ତି।


ସେହି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡ଼ି ଦେବେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦେଖାଇବେ ଏବଂ ତୁମ୍ଭକୁ ଭୁଲ୍ କାର୍ଯ୍ୟ କରିବାକୁ ବାଧ୍ୟ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସେମାନେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସେମାନେ କୁହା କୁହି ହୁଅନ୍ତି, ‘ସେ କୌଣସି ବସ୍ତୁକୁ ସନ୍ଦେହ କରନ୍ତି ନାହିଁ।’”


ତୁମ୍ଭର ପ୍ରତିବାସୀ କି ମିତ୍ରଙ୍କୁ ବିଶ୍ୱାସ କର ନାହିଁ। ଏପରିକି ତୁମ୍ଭ ସହିତ ଶୋଉଥିବା ସ୍ତ୍ରୀ ପାଖରେ ମୁଖ ଖୋଲ ନାହିଁ।


ଯେତେବେଳେ ଅବଶାଲୋମ ବଳିଦାନ ଉତ୍ସର୍ଗ କଲେ, ସେ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲେ। ତହିଁରେ ଚକ୍ରାନ୍ତ ଦୃଢ଼ ହେଲା, କାରଣ ଅବଶାଲୋମର ସପକ୍ଷର ଲୋକମାନେ ବହୁତ ବୃଦ୍ଧି ପାଇଲେ।


“ସେ ମୋର ଭାଇମାନଙ୍କୁ ମୋ'ଠାରୁ ବହୁତ ଦୂରକୁ ନେଇଯାଇଛନ୍ତି। ମୋର ନିଜର ସାଙ୍ଗମାନେ ମୋ’ ପାଇଁ ଅଚିହ୍ନା ହୋଇଛନ୍ତି।


“କିନ୍ତୁ ଯିଶୁରୁଣ ହୃଷ୍ଟପୁଷ୍ଟ ହେଲା ଓ ପଦାଘାତ କଲା। ତୁମ୍ଭକୁ ଭଲ ଭାବରେ ଖୁଆଇଲେ ଏବଂ ତୁମ୍ଭେ ମୋଟା ହୋଇଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ୟାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ଯିଏ କି ତାଙ୍କୁ ରକ୍ଷା କଲେ।


ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।


Swiv nou:

Piblisite


Piblisite