ଗୀତସଂହିତା 42:10 - ପବିତ୍ର ବାଇବଲ10 ମୋର ଶତ୍ରୁମାନେ ନିରନ୍ତର ମୋତେ ଅପମାନିତ କରନ୍ତି ଓ ଏକ ଶକ୍ତ ଗ୍ଭପୁଡ଼ା ଦିଅନ୍ତି, ଯେତେବେଳେ ସେମାନେ ମୋତେ ପଗ୍ଭରନ୍ତି, “ତୁମ୍ଭର ପରମେଶ୍ୱର କେଉଁଠାରେ ଅଛନ୍ତି? ସେ କ’ଣ ତୁମ୍ଭକୁ ଉଦ୍ଧାର କରିବାକୁ ଆସୁଛନ୍ତି?” Gade chapit laପବିତ୍ର ବାଇବଲ (Re-edited) - (BSI)10 ମୋʼ ଅସ୍ଥିରେ ଖଡ଼୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ଵର କାହାନ୍ତି? Gade chapit laଓଡିଆ ବାଇବେଲ10 ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, ତୁମ୍ଭର ପରମେଶ୍ୱର କାହାନ୍ତି? Gade chapit la |
ସଦାପ୍ରଭୁଙ୍କର ସେବକଗଣ, ଯାଜକମାନେ ମଣ୍ତପ ଓ ଯଜ୍ଞବେଦିରେ ନିଶ୍ଚିତ କାନ୍ଦିବେ ଓ ଆକୁଳରେ ସଦାପ୍ରଭୁଙ୍କୁ ନିବେଦନ କରିବେ, “ହେ ସଦାପ୍ରଭୁ, ଆପଣଙ୍କର ଲୋକମାନଙ୍କୁ ଦୟାକର, ଏବଂ ଆପଣଙ୍କର ଲୋକମାନଙ୍କୁ ଲଜ୍ଜିତ କରାଅ ନାହିଁ। ଅନ୍ୟମାନଙ୍କ ଦ୍ୱାରା ନିଜର ଲୋକଙ୍କୁ ପରିହାସ କରିବାକୁ ଦିଅ ନାହିଁ ଏବଂ ଅନ୍ୟ ଦେଶର ଲୋକମାନଙ୍କ ଦ୍ୱାରା ଆପଣାର ଲୋକଙ୍କୁ ଶାସନ କରିବାକୁ ଦିଅ ନାହିଁ ଏବଂ ସେମାନଙ୍କୁ କହିବାକୁ ସୁଯୋଗ ଦିଅ ନାହିଁ ଯେ, ‘ତୁମ୍ଭର ସଦାପ୍ରଭୁ କାହାନ୍ତି?’”