ଗୀତସଂହିତା 42:7 - ପବିତ୍ର ବାଇବଲ7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ, ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ। ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି। Gade chapit laଓଡିଆ ବାଇବେଲ7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି। Gade chapit la |