ଗୀତସଂହିତା 42:8 - ପବିତ୍ର ବାଇବଲ8 ରାତି ହେଉକି ଦିନ, ସଦାପ୍ରଭୁ ତାଙ୍କର ପ୍ରକୃତ ପ୍ରେମ ଢାଳି ଦିଅନ୍ତି। ସେହି ଜୀବନ୍ତ ପରମେଶ୍ୱରଙ୍କ ପାଇଁ ମୋ’ ନିକଟରେ ଏକ ଗୀତ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ଵରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। Gade chapit laଓଡିଆ ବାଇବେଲ8 ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ। Gade chapit la |