Biblia Todo Logo
Bib sou entènèt

- Piblisite -




ଗୀତସଂହିତା 43:5 - ପବିତ୍ର ବାଇବଲ

5 ହେ ମୋର ପ୍ରାଣ, କାହିଁକି ଏତେ ଦୁଃଖିତ? ମୁଁ କାହିଁକି ଏତେ ଅଧୀର ହେଉଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚୟ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ଓ ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Gade chapit la Kopi




ଗୀତସଂହିତା 43:5
3 Referans Kwoze  

ହେ ମୋର ପ୍ରାଣ, କାହିଁକି ମୁଁ ଏତେ ବ୍ୟାକୁଳ? “ମୁଁ ପରମେଶ୍ୱରଙ୍କ ସହାୟତା ପାଇଁ ଅପେକ୍ଷା କରିବି। ମୁଁ ତାଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି। ସେ ମୋତେ ରକ୍ଷା କରିବେ।


ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମୋତେ ଉଦ୍ଧାର କରିବେ।


ହେ ମୋର ପରମେଶ୍ୱର, ମୋର ପ୍ରାଣ ଆଜି ଦୁଃଖିତ କାରଣ ଏହି ସ୍ଥାନରୁ ଏହି ଛୋଟିଆ ପାହାଡ଼ରୁ ତୁମ୍ଭକୁ ମନେ ପକାଉଛି। ଯେଉଁଠାରେ ହର୍ମୋଣ ପର୍ବତ ଓ ଯର୍ଦ୍ଦନ ନଦୀ ପରସ୍ପରକୁ ଭେଟନ୍ତି।”


Swiv nou:

Piblisite


Piblisite