ଗୀତସଂହିତା 44:11 - ପବିତ୍ର ବାଇବଲ11 ତୁମ୍ଭେ ଆମ୍ଭକୁ ମେଣ୍ଢା ତୁଲ୍ୟ ଅନ୍ୟମାନଙ୍କ ମଧ୍ୟରେ ଖାଦ୍ୟ ନିମନ୍ତେ ସମର୍ପଣ କରିଅଛ। ତୁମ୍ଭେ ଆମ୍ଭକୁ ବିଦେଶୀମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ। Gade chapit laଓଡିଆ ବାଇବେଲ11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ। Gade chapit la |
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।