Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:16 - ପବିତ୍ର ବାଇବଲ

16 ଲୋକମାନେ ଯାହା କହୁଛନ୍ତି ସେଥିପାଇଁ ମୁଁ ଲଜ୍ଜିତ, ଏହିସବୁ ଯେଉଁ ଲୋକମାନେ କହୁଛନ୍ତି ଏ ମୋର ଶତ୍ରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଦିନଯାକ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।

Gade chapit la Kopi

ଓଡିଆ ବାଇବେଲ

16 ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ ଓ ମୋʼ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।

Gade chapit la Kopi




ଗୀତସଂହିତା 44:16
9 Referans Kwoze  

ତୁମ୍ଭେ ତୁମ୍ଭର ଶତ୍ରୁମାନଙ୍କର ମୁହଁ ବନ୍ଦ କରିବାକୁ ଶିଶୁ ଓ ପିଲାମାନଙ୍କ କଣ୍ଠରେ ଶକ୍ତିଶାଳୀ ଗୀତ ପ୍ରଦାନ କରିଅଛି।


ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ, କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।


ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ? ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?


ହେ ସଦାପ୍ରଭୁ, ଦୟାକରି କର୍ଣ୍ଣ ଦେଇ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖୋଲି ଦେଖ। ପୁଣି ଜୀବନ୍ତ ପରମେଶ୍ୱରଙ୍କୁ ଧି‌କ୍‌କାର କରିବା ପାଇଁ ସ‌‌‌ନ୍‌‌‌ହେରୀବ ଯାହାକିଛି ପଠାଇଛି, ତାହାର ସେହିସବୁ କଥା ଶୁଣ।


ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।


ମୁଁ ଯେତେବେଳେ ପାପ କରେ, ମୁଁ ଦୋଷୀ ହୁଏ ଏବଂ ତାହା ମୋ’ ପ୍ରତି ବହୁତ ଖରାପ। ଯଦିଓ ମୁଁ ନିର୍ଦ୍ଦୋଷ ମୁଁ ମୁଣ୍ଡ ଟେକି ପାରେ ନାହିଁ। ମୁଁ ଏତେ ଲଜ୍ଜିତ ଓ ବିଚଳିତ ହୁଏ।


Swiv nou:

Piblisite


Piblisite