Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:6 - ପବିତ୍ର ବାଇବଲ

6 ମୁଁ ମୋର ଧନୁରେ ବିଶ୍ୱାସ କରେ ନାହିଁ, କିଅବା ମୋର ଖଣ୍ଡା ମୋତେ ରକ୍ଷା କରି ପାରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ଼୍‍ଗ ମୋତେ ଉଦ୍ଧାର କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋʼ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।

Gade chapit la Kopi




ଗୀତସଂହିତା 44:6
5 Referans Kwoze  

କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦେଖାଇବା। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ରକ୍ଷା କରିବାକୁ ଯୁଦ୍ଧରେ ଅଶ୍ୱ କି ସୈନ୍ୟ ବ୍ୟବହାର କରିବା ନାହିଁ। ଆମ୍ଭେ ସେମାନଙ୍କୁ ଆମ୍ଭ ନିଜ ଶକ୍ତି ବଳରେ ରକ୍ଷା କରିବା।”


କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି। ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।


ଏଠାରେ ରୁଣ୍ଡ ହୋଇଥିବା ସବୁ ଲୋକମାନେ ଜାଣିବେ ଯେ, ସଦାପ୍ରଭୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛାଦ୍ୱାରା ରକ୍ଷା କରନ୍ତି ନାହିଁ, କାରଣ ଏହି ଯୁଦ୍ଧ ସଦାପ୍ରଭୁଙ୍କର ଓ ତୁମ୍ଭେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସେ ଆମ୍ଭମାନଙ୍କୁ ସାହାଯ୍ୟ କରିବେ।”


ଯେତେବେଳେ ମୋଶା ତାଙ୍କର ହସ୍ତ ଉପରକୁ କଲେ ସେତେବେଳେ ଇସ୍ରାଏଲୀୟ ବିଜୟ ହେଲେ ଓ ଯେତେବେଳେ ମୋଶା ତାଙ୍କର ହାତ ତଳକୁ ରଖିଲେ, ସେତେବେଳେ ଇସ୍ରାଏଲୀୟମାନେ ପରାସ୍ତ ହେଲେ।”


Swiv nou:

Piblisite


Piblisite