Biblia Todo Logo
Bib sou entènèt

- Piblisite -




ଗୀତସଂହିତା 44:9 - ପବିତ୍ର ବାଇବଲ

9 କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁନାହଁ।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।

Gade chapit la Kopi




ଗୀତସଂହିତା 44:9
13 Referans Kwoze  

ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?


କିଏ ମୋତେ ସେହି ସକଳ ସହରକୁ ନେବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ। ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।


ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।


ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ। କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ? ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ କାହିଁକି ମୁଁ ଏତେ ଦୁଃଖ ପାଇବି।


ହେ ସଦାପ୍ରଭୁ, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରୁଛ? ତୁମ୍ଭେ କାହିଁକି ମୋ’ କଥା ଶୁଣୁ ନାହଁ?


ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ।


ଯଦି କେହି ଦର୍ପ କରିବ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତରେ ସ୍ନେହ, କରୁଣା ବିଗ୍ଭର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁରେ ଆମ୍ଭର ସନ୍ତୋଷ ଥାଏ।”


Swiv nou:

Piblisite


Piblisite