ଗୀତସଂହିତା 45:2 - ପବିତ୍ର ବାଇବଲ2 ତୁମ୍ଭେ ଅନ୍ୟମାନଙ୍କଠାରୁ ଅଧିକ ସୁନ୍ଦର ଅଟ, ଏବଂ ତୁମ୍ଭେ ଏପରି ସୁଖଦାୟକ କଥା କୁହ, ସେଥିପାଇଁ ପରମେଶ୍ୱର ତୁମ୍ଭକୁ ସର୍ବଦା ଆଶୀର୍ବାଦ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ଵର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। Gade chapit laଓଡିଆ ବାଇବେଲ2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି। Gade chapit la |
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।