Biblia Todo Logo
Bib sou entènèt

- Piblisite -




ଗୀତସଂହିତା 47:1 - ପବିତ୍ର ବାଇବଲ

1 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର।

Gade chapit la Kopi

ଓଡିଆ ବାଇବେଲ

1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।

Gade chapit la Kopi




ଗୀତସଂହିତା 47:1
18 Referans Kwoze  

ହେ ସଦାପ୍ରଭୁ, ପରମେଶ୍ୱର ଆମ୍ଭକୁ ରକ୍ଷାକର। ଏବଂ ପରମେଶ୍ୱର ଆମ୍ଭମାନଙ୍କୁ ଅନ୍ୟ ଦେଶୀୟମାନଙ୍କଠାରୁ ଫେରାଇ ଆଣ। ଯେପରିକି ଆମ୍ଭେ ତୁମ୍ଭର ପବିତ୍ର ନାମର ପ୍ରଶଂସା କରି ପାରିବୁ ଓ ଆମ୍ଭେ ତୁମ୍ଭର ପ୍ରଶଂସା କରି ଗର୍ବୀତ ହୋଇ ପାରିବୁ।


ହେ ପୃଥିବୀର ପ୍ରତ୍ୟେକ ଲୋକ, ସଦାପ୍ରଭୁଙ୍କର ଜୟଧ୍ୱନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ କର।


କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯାକୁବ ନିମନ୍ତେ ଆନନ୍ଦରେ ଗାନ କର। ଅଗ୍ରଗଣ୍ୟ ଦେଶ ନିମନ୍ତେ ଜୟଧ୍ୱନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।’


“ଏଣୁ ତୁମ୍ଭେମାନେ ଆନନ୍ଦର ସହିତ ବାହାରି ଶାନ୍ତିରେ ଆଗେ ଆଗେ ଯିବ। ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦେବେ।


ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ। ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।


ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି, ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।


ସେତେବେଳେ ସେମାନେ ରାଜପୁତ୍ରକୁ ବାହାରକୁ ଆଣି ତାହା ମସ୍ତକରେ ମୁକୁଟ ପିନ୍ଧାଇଲେ ଓ ତାହାକୁ ସାକ୍ଷ ପୁସ୍ତକ ଦେଲେ। ପୁଣି ସେମାନେ ତାଙ୍କୁ ରାଜାକରି ଅଭିଷେକ କଲେ। ଆଉ କରତାଳି ଦେଇ କହିଲେ, “ରାଜା ଚିରଜୀବି ହୁଅନ୍ତୁ।”


ଏହିପରି ଭାବରେ ଦାଉଦ ଓ ଇସ୍ରାଏଲୀୟମାନେ ଆନନ୍ଦ ଉଲ୍ଲାସରେ ଜୟଧ୍ୱନି କରି ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନଗର ମଧ୍ୟକୁ ନେଇ ଆସିଲେ।


ହେ ସିୟୋନର କନ୍ୟା ଆନନ୍ଦ କର! ହେ ଯିରୁଶାଲମର କନ୍ୟା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜୟଲାଭ କରିଛନ୍ତି। ସେ ଅତ୍ୟନ୍ତ ନମ୍ର। ସେ ଏକ ଯୁବ ଗଧ ଉପରେ ବସି ଆସୁଛନ୍ତି।


ହେ ମହାନ ପର୍ବତ! ତୁମ୍ଭେ କ’ଣ? ଯିରୁବ୍ବାବିଲ ସମ୍ମୁଖରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। ‘ପରମେଶ୍ୱରଙ୍କର ଏହା ଉପରେ କୃପା ହେଉ! ଧ୍ୱନି ମଧ୍ୟରେ ସେ କୋଣର ପ୍ରସ୍ତର ଆଣିବ।’”


ନଦନଦୀଗଣ କରତାଳି ଦିଅ! ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ୱନି କର।


ଏହା ପରେ ଯିହୁଦାର ଲୋକମାନେ ଜୋ‌ର୍‌ରେ ଚିତ୍କାର କଲେ। ଯିହୁଦାର ଲୋକମାନେ ଯେତେବେଳେ ଜୋ‌ର୍‌ରେ ଚିତ୍କାର କଲେ, ପରମେଶ୍ୱର ଯାରବିୟାମଙ୍କ ସୈନ୍ୟଦଳକୁ ପରାସ୍ତ କଲେ। ଇସ୍ରାଏଲରୁ ଆଗତ ଯାରବିୟା‌ମଙ୍କ ସମସ୍ତ ସୈନ୍ୟଦଳ ଯିହୁଦାରୁ ଆଗତ ଅବିୟଙ୍କ ସୈନ୍ୟଦଳ ଦ୍ୱାରା ପରାସ୍ତ ହେଲେ।


ଶାମୁୟେଲ ଲୋକମାନଙ୍କୁ କହିଲେ, “ଏଇ ବ୍ୟକ୍ତିକୁ ଦେଖ। ପରମେଶ୍ୱର ତାଙ୍କୁ ମନୋନୀତ କରିଛନ୍ତି। ତୁମ୍ଭମାନଙ୍କ ମଧ୍ୟରେ ତାଙ୍କଠାରୁ ସୁପୁରୁଷ ଆଉ କେହି ନାହାନ୍ତି।” ତା'ପରେ ଲୋକମାନେ ପାଟିକଲେ, “ରାଜା ଦୀର୍ଘଜୀବି ହୁଅନ୍ତୁ।”


ହେ ଯିରୁଶାଲମ, ଗୀତ ଗାଅ ଓ ସୁଖୀ ହୁଅ। ଇସ୍ରାଏଲ ମଧ୍ୟ ଆନନ୍ଦ କରିବ। ଯିରୁଶାଲମ ମଧ୍ୟ ସୁଖୀ ହେବ।


ହେ ପରମେଶ୍ୱର, ହରିଣଟି ଯେପରି ପାଣି ପାଇଁ ସ୍ରୋତ ଆଡ଼କୁ ଧାଏଁ ସେପରି ମୋର ପ୍ରାଣ ତୁମ୍ଭ ଆଡ଼କୁ ଆକାଂକ୍ଷା କରେ।


Swiv nou:

Piblisite


Piblisite