ଗୀତସଂହିତା 47:3 - ପବିତ୍ର ବାଇବଲ3 ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି। ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। Gade chapit laଓଡିଆ ବାଇବେଲ3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।