ଗୀତସଂହିତା 47:4 - ପବିତ୍ର ବାଇବଲ4 ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି। ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ। ସେଲା Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ଵରୂପ। ଣ [ସେଲା Gade chapit laଓଡିଆ ବାଇବେଲ4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା] Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା] Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।