ଗୀତସଂହିତା 47:8 - ପବିତ୍ର ବାଇବଲ8 ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ପରମେଶ୍ଵର ଗୋଷ୍ଠୀବର୍ଗ ଉପରେ ରାଜତ୍ଵ କରନ୍ତି; ପରମେଶ୍ଵର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। Gade chapit laଓଡିଆ ବାଇବେଲ8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।