ଗୀତସଂହିତା 48:2 - ପବିତ୍ର ବାଇବଲ2 ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ। ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। Gade chapit laଓଡିଆ ବାଇବେଲ2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। Gade chapit la |
“କେତେକ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦେବା ପାଇଁ, କିନ୍ତୁ ଶେଷରେ ସେମାନେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସେମାନେ ଅଭିଶପ୍ତ ହେବେ। ଆମ୍ଭେ ଜଣେ ମହାନ ରାଜା ଅଟୁ। ଆମ୍ଭକୁ ତୁମ୍ଭେମାନେ ସମ୍ମାନ କରିବା ଉଚିତ୍ ଓ ସମଗ୍ର ବିଶ୍ୱ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।