Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:3 - ପବିତ୍ର ବାଇବଲ

3 ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ, ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।

Gade chapit la Kopi




ଗୀତସଂହିତା 48:3
14 Referans Kwoze  

ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି ସେମାନେ ସିୟୋନ ପର୍ବତ ତୁଲ୍ୟ। ସେମାନେ କେବେ ମଧ୍ୟ ଥରିବେ ନାହିଁ। ସେମାନେ ନିତ୍ୟସ୍ଥାୟୀ ହୋଇ ବଞ୍ଚି ରହିବେ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି। ସେଲା


ସଦାପ୍ରଭୁ ଦେଖିଲେ ଯେ, ସେମାନେ ନିଜକୁ ନମ୍ର କରିଛନ୍ତି। ଏହା ପରେ ସଦାପ୍ରଭୁଙ୍କର ବାର୍ତ୍ତା ଶମୟିୟଙ୍କ ନିକଟକୁ ଆସିଲା। ସଦାପ୍ରଭୁ ଶମୟିୟଙ୍କୁ କହିଲେ, “ସେମାନେ ନିଜକୁ ନମ୍ର କରିଅଛନ୍ତି। ତେଣୁ ଆମ୍ଭେ ସେମାନଙ୍କୁ ବିନଷ୍ଟ କରିବା ନାହିଁ, କିନ୍ତୁ ଆମ୍ଭେ ସେମାନଙ୍କୁ ଅଳ୍ପ ଉପଶମ ଦେବା। କିନ୍ତୁ ଯିରୁଶାଲମ ଉପରେ ଆମ୍ଭର କ୍ରୋଧ ଢାଳିବା ନିମନ୍ତେ ଆମ୍ଭେ ଶୀଶ‌କ୍‌କୁ ବ୍ୟବହାର କରିବା ନାହିଁ।


ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ଅଧିକାର କଲେ। ତାହା ହେଲା ଦାଉଦ ନଗର।


ପରମ ସୌନ୍ଦର୍ଯ୍ୟମୟୀ ପରମେଶ୍ୱର, ବାକ୍ୟସବୁ ସିୟୋନ ପର୍ବତରେ ଥିବା ମନ୍ଦିରରେ କୁହାଯାଏ। ସେହି ମନ୍ଦିର ପର୍ବତକୁ ଶୋଭା ମଣ୍ଡିତ କରିଥାଏ।


ଯିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।


ଆଗୋ ମୋର ପ୍ରିୟେ, ତୁମ୍ଭେ ତିର୍ସାପରି ସୁନ୍ଦରୀ। ଯିରୁଶାଲମ ପରି ଶୋଭାବତୀ, ଧ୍ୱଜାଧାରି ସୈନ୍ୟପରି ଭୟଙ୍କରୀ।


ପଥିକମାନେ ତୁମ୍ଭର ଦୁରାବସ୍ଥାରେ ହାତତାଳି ଦିଅନ୍ତି। ସେମାନେ “ଶୀସ୍” ଶବ୍ଦ କରି ଯିରୁଶାଲମର କନ୍ୟା ପ୍ରତି ମସ୍ତକ ହଲାଇ କହନ୍ତି, “ଏ କ’ଣ ସେହି ନଗରୀ ଯାହାକୁ ଲୋକମାନେ ‘ସୌନ୍ଦର୍ଯ୍ୟମୟୀ ନଗରୀ’ ଓ ‘ସମଗ୍ର ପୃଥିବୀର ଆନନ୍ଦ ସ୍ୱରୂପ’ ବୋଲି କହୁଥିଲେ?”


Swiv nou:

Piblisite


Piblisite