Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:6 - ପବିତ୍ର ବାଇବଲ

6 ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା ଓ ସେମାନେ ଭୟରେ ଥରି ଉଠିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ।

Gade chapit la Kopi

ଓଡିଆ ବାଇବେଲ

6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।

Gade chapit la Kopi




ଗୀତସଂହିତା 48:6
7 Referans Kwoze  

ସ୍ତ୍ରୀଲୋକର ପ୍ରସବ ବେଦନା ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହେବ। ସେ ଜଣେ ଜ୍ଞାନୀ ପୁତ୍ର ହେବ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।


ତହିଁରେ ରାଜା ଭୟଭୀତ ହେଲେ ତାଙ୍କର ମୁଖ ବିବର୍ଣ୍ଣ ହେଲା। ତାଙ୍କର ଆଣ୍ଠୁ ଥରିଲା ଓ ଆଣ୍ଠୁକୁ ଆଣ୍ଠୁ ବାଜିଲା। ତାଙ୍କର ଗୋଡ଼ ଏତେ ଦୁର୍ବଳ ହେଲା ଯେ ସେ ଛିଡ଼ା ହୋଇ ପାରିଲେ ନାହିଁ।


ସେହି ଭୟଙ୍କର ଦୃଶ୍ୟ ଦେଖି ମୋର ପେଟ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି। ସେହି ଯନ୍ତ୍ରଣା ପ୍ରସବକାଳୀନ ସ୍ତ୍ରୀଲୋକର ବେଦନା ତୁଲ୍ୟ ମୋତେ କଷ୍ଟ ଦେଉଛି। ମୁଁ ସେ ସମସ୍ତ ଶୁଣି ଭୟଭୀତ ହୋଇ ପଡ଼ିଛି। ମୁଁ ଏତେ ଭୀତ ଯେ ଭୟରେ ଥରୁଅଛି।


ତେଣୁ ଅରାମୀୟ ସୈନ୍ୟମାନେ ଗୋଧୂଳି ସମୟରେ ଶିବିର ଛାଡ଼ି ପଳାୟନ କଲେ। ସେମାନେ ସେମାନଙ୍କର ତମ୍ବୁ, ଅଶ୍ୱ, ଗର୍ଦ୍ଦଭ ଆଦି ସମସ୍ତ ଜିନିଷ ଛାଡ଼ି ଜୀବନ ରକ୍ଷା କରିବାକୁ ପଳାୟନ କଲେ।


Swiv nou:

Piblisite


Piblisite