Biblia Todo Logo
Bib sou entènèt

- Piblisite -




ଗୀତସଂହିତା 48:9 - ପବିତ୍ର ବାଇବଲ

9 ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

9 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।

Gade chapit la Kopi




ଗୀତସଂହିତା 48:9
14 Referans Kwoze  

ମୁଁ ସବୁବେଳେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି ଦେଖି ପାରୁଛି। ତୁମ୍ଭ ଉପରେ ଭରସା କରି ମୁଁ ସବୁକିଛି କରେ।


ହେ ସଦାପ୍ରଭୁ, ତୁମ୍ଭେ ଯେଉଁସବୁ ମଙ୍ଗଳ କାର୍ଯ୍ୟ କରିଛ। ସେସବୁକୁ ମୁଁ ମୋର ହୃଦୟରେ ଗୋପନ କରି ନାହିଁ। ହେ ସଦାପ୍ରଭୁ, ମୋ’ ଲୋକମାନେ ତୁମ୍ଭ ଉପରେ ନିର୍ଭର କଲେ ତୁମ୍ଭେ ସେମାନଙ୍କୁ ଉଦ୍ଧାର କରିବ ବୋଲି ପ୍ରଗ୍ଭର କରିଅଛି। ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ମହାସମାଜରୁ ଲୋକମାନଙ୍କଠାରୁ ଲୁଗ୍ଭଇ ରଖି ନାହିଁ।


ମୋତେ ଏକା ତୁମ୍ଭ ପାଖକୁ ଟାଣିନିଅ। ଆସ ଆମ୍ଭେ ଏକତ୍ରିତ ହୋଇ ଦୌଡ଼ିବା। ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି। ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭର ପ୍ରେମର ବିଷୟ ଅଧିକ କହିବୁ। ଏହା ଯଥାର୍ଥ ଯେ, ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ମୁଁ ଆଶାକରେ ମୁଁ ଯାହାସବୁ କହିଲି ତାହା ଆନନ୍ଦ ଦେବ। ମୁଁ ସଦାପ୍ରଭୁଙ୍କ ପାଇଁ ଆନନ୍ଦିତ ହେବି।


ମାତ୍ର ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗର ନ୍ୟାୟକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।


ସେ ଶଲୋମନଙ୍କୁ କହିଲେ, “ମୁଁ ନିଜ ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ବିଷୟରେ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧରେ ଯାହା ଶୁଣିଥିଲି, ତାହା ସତ୍ୟ।


ମୁଁ ଆଖିରେ ନ ଦେଖିବା ପର୍ଯ୍ୟନ୍ତ ବିଶ୍ୱାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖିରେ ଦେଖିଅଛି। ଯାହାସବୁ ମୁଁ ଶୁଣିଥିଲି, ତୁଳନାତ୍ମକ ମୁଁ ତାହା ପାଇଛି, ଜିନିଷଗୁଡ଼ିକ ମୁଁ ଏଠାରେ ଯାହା ଦେଖୁଛି ବହୁତ ବଡ଼ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ୱର୍ଯ୍ୟର କଥା ଯାହା ମୋତେ ଲୋକମାନେ କହିଥିଲେ, ତା'ଠାରୁ ବହୁତ ଅଧିକ।


ପୁଣି ଶବ ଭସ୍ମରେ ପୂର୍ଣ୍ଣ ହୋଇଥିବା ଉପତ୍ୟକା, କିଦ୍ରୋଣ ସ୍ରୋତ ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ୱ ଦ୍ୱାରର କୋଣ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। ଆଉ ସେହି ଯିରୁଶାଲମ ନଗର କେବେ ଉତ୍ପାଟିତ ବା ନିପାତିତ ହେବ ନାହିଁ।”


Swiv nou:

Piblisite


Piblisite