Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:16 - ପବିତ୍ର ବାଇବଲ

16 କେବଳ ସେମାନେ ଧନୀ ବୋଲି ସେମାନଙ୍କୁ ଭୟ କର ନାହିଁ। ସେହି ଲୋକମାନଙ୍କୁ ଭୟ କର ନାହିଁ ଯେଉଁମାନଙ୍କର ସୁଶୋଭିତ ଗୃହ ରହିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;

Gade chapit la Kopi

ଓଡିଆ ବାଇବେଲ

16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;

Gade chapit la Kopi




ଗୀତସଂହିତା 49:16
10 Referans Kwoze  

ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି।


ସେହି ନଗରକୁ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ଅଣାଯିବ।


ନଗରୀର ଆଲୋକରେ ଜାତିସମୂହର ଲୋକମାନେ ଗ୍ଭଲିବେ। ପୃଥିବୀର ରାଜାମାନେ ସେମାନଙ୍କର ଐଶ୍ୱର୍ଯ୍ୟ ଏହି ନଗରୀକୁ ଦେବେ।


ଦୁଷ୍ଟ ଲୋକମାନଙ୍କ କଥାରେ ହତାଶ ହେବାର ଆବଶ୍ୟକତା ନାହିଁ। ଯେଉଁମାନେ କୁକର୍ମ କରିଛନ୍ତି, ସେହି ଲୋକମାନଙ୍କ ଉପରେ ଈର୍ଷା କର ନାହିଁ।


ଯଦି ବିପଦ ପଡ଼େ ମୁଁ କାହିଁକି ଭୟଭୀତ ହେବି? ଯଦି ଦୁଷ୍ଟ ଲୋକମାନେ ମୋର ଗ୍ଭରିକଡ଼ରେ ଘେରିଯାଇ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରନ୍ତି, ସେଠାରେ ମଧ୍ୟ ମୋର ଭୟ କରିବାର କୌଣସି କାରଣ ନାହିଁ।


ଆଉ ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିରୂପେ ତାହାର ପଦ ବୃଦ୍ଧି କରିଛନ୍ତି, ତାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଛନ୍ତି। ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲା।


ଦିନେ ଯାକୁବ, ଲାବନ ଓ ତା'ର ପୁତ୍ରମାନେ କଥାବାର୍ତ୍ତା ହେଉଥିବାର ଶୁଣିଲେ। ସେମାନେ କହିଲେ, “ଯାକୁବ ସବୁକିଛି ନେଇ ଯାଇଛି ଯାହା ତାଙ୍କର ପିତାଙ୍କର ଥିଲା। ଆମ୍ଭମାନଙ୍କ ପିତାଙ୍କଠାରୁ ସବୁ ନେଇ ସେ ଧନୀ ହୋଇଛି।”


ଧାର୍ମିକମାନେ ଜୟ କଲେ ମହା ଗୌରବ ହୁଏ। ମାତ୍ର ଦୁଷ୍ଟମାନଙ୍କର ଉନ୍ନତି ହେଲେ, ଲୋକେ ଆପଣାକୁ ଲୁଗ୍ଭନ୍ତି।


“ଆମ୍ଭେ ସେମାନଙ୍କୁ ମୃତ୍ୟୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେମାନଙ୍କୁ ମହାମାରୀଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠାରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠାରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।


Swiv nou:

Piblisite


Piblisite