Biblia Todo Logo
Bib sou entènèt

- Piblisite -




ଗୀତସଂହିତା 49:8 - ପବିତ୍ର ବାଇବଲ

8 ଏମିତି କୌଣସି ବ୍ୟକ୍ତି ନାହିଁ ଯିଏ ଅଧିକ ଧନ ଦେଇ ତା'ର ଜୀବନକୁ ପ୍ରାୟଶ୍ଚିତ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;

Gade chapit la Kopi

ଓଡିଆ ବାଇବେଲ

8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;

Gade chapit la Kopi




ଗୀତସଂହିତା 49:8
4 Referans Kwoze  

ଯଦି ଜଣେ ଲୋକ ନିଜ ଆତ୍ମାକୁ ହରେଇ ସାରା ସଂସାର ପାଏ, ତେବେ ସେଥିରେ ତାହାର କି ଲାଭ ହେବ? ନିଜର ଆତ୍ମାକୁ ଥରେ ହରେଇ ପୁଣି ଥରେ କିଣିବା ପାଇଁ କେହି କେବେ ହେଲେ ଯଥେଷ୍ଟ ଧନ ଦେଇ ପାରିବ ନାହିଁ।


ମୁଁ ତୁମ୍ଭକୁ କହିଛି କି? ‘ମୋତେ ଶତ୍ରୁ କବଳରୁ ଉଦ୍ଧାର କର। ମୋତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।’


ହେ ପ୍ରଭୁ, ତୁମ୍ଭର ପୂର୍ବର ସ୍ନେହପୂର୍ଣ୍ଣ କରୁଣା କୁଆଡ଼େ ଗଲା? ତୁମ୍ଭେ ଦାଉଦଙ୍କ ସହ ତୁମ୍ଭର ବିଶ୍ୱସ୍ଥତା ଦେଖାଇବା ପାଇଁ ପ୍ରତିଜ୍ଞା କରିଥିଲ।


Swiv nou:

Piblisite


Piblisite