ଗୀତସଂହିତା 5:4 - ପବିତ୍ର ବାଇବଲ4 ହେ ପରମେଶ୍ୱର, ତୁମ୍ଭେ କେବେ ମନ୍ଦକାର୍ଯ୍ୟ ପସନ୍ଦ କର ନାହିଁ। କାରଣ ମନ୍ଦକାର୍ଯ୍ୟ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ଵର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। Gade chapit laଓଡିଆ ବାଇବେଲ4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ; ମନ୍ଦ ତୁମ୍ଭ ସଙ୍ଗେ ପ୍ରବାସ କରିବ ନାହିଁ। Gade chapit la |
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।