ଗୀତସଂହିତା 51:3 - ପବିତ୍ର ବାଇବଲ3 ମୁଁ ଜାଣେ ମୁଁ ପାପ କରିଛି। ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ମୁଁ ଆପଣା ଅଧର୍ମ ସ୍ଵୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। Gade chapit laଓଡିଆ ବାଇବେଲ3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋʼ ପାପ ସର୍ବଦା ମୋʼ ସମ୍ମୁଖରେ ଅଛି। Gade chapit la |
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”