ଗୀତସଂହିତା 53:2 - ପବିତ୍ର ବାଇବଲ2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି। ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି ପରମେଶ୍ୱରଙ୍କୁ ଅନ୍ୱେଷଣ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ବିବେଚକ କେହି ଅଛି କି ନାହିଁ, ପରମେଶ୍ଵରଙ୍କର ଅନ୍ଵେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ଵର ସ୍ଵର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Gade chapit laଓଡିଆ ବାଇବେଲ2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ। Gade chapit la |
ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।