Biblia Todo Logo
Bib sou entènèt

- Piblisite -




ଗୀତସଂହିତା 57:10 - ପବିତ୍ର ବାଇବଲ

10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ। ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ତୁମ୍ଭର ଦୟା ସ୍ଵର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ ଓ ତୁମ୍ଭର ସତ୍ୟତା ଆକାଶ ପର୍ଯ୍ୟନ୍ତ।

Gade chapit la Kopi




ଗୀତସଂହିତା 57:10
11 Referans Kwoze  

ସଦାପ୍ରଭୁ, ତୁମ୍ଭର ପ୍ରେମ ଆକାଶଠାରୁ ମହତ୍। ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।


ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।


ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ। ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।


ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ। ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ। ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।


ସଦାପ୍ରଭୁ ତାଙ୍କର ରାଜାଙ୍କୁ ଅନେକ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି। ସେ ତାଙ୍କର ମନୋନୀତ ରାଜାଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି। ସେଥିପାଇଁ ସେ ଦାଉଦ ଓ ତାଙ୍କର ବଂଶଧରମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳ ପାଇଁ ଦେଖାଇଛନ୍ତି।


ମୁଁ ତୁମ୍ଭର ସ୍ତୁତିଗାନ କରିବି। କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ, ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।


Swiv nou:

Piblisite


Piblisite