ଗୀତସଂହିତା 57:2 - ପବିତ୍ର ବାଇବଲ2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି। ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ! Gade chapit laପବିତ୍ର ବାଇବଲ (Re-edited) - (BSI)2 ମୁଁ ସର୍ବୋପରିସ୍ଥ ପରମେଶ୍ଵରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ଵରଙ୍କ ନିକଟରେ ଡାକ ପକାଇବି। Gade chapit laଓଡିଆ ବାଇବେଲ2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋ’ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ, ମୋʼ ପକ୍ଷରେ ସର୍ବସାଧନକର୍ତ୍ତା ପରମେଶ୍ୱରଙ୍କ ନିକଟରେ ଡାକ ପକାଇବି। Gade chapit la |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।