Biblia Todo Logo
Bib sou entènèt

- Piblisite -




ଗୀତସଂହିତା 57:3 - ପବିତ୍ର ବାଇବଲ

3 ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି। ଯେଉଁମାନେ ମୋତେ ଆକ୍ରମଣ କରନ୍ତି, ସେ ସେମାନଙ୍କୁ ଲଜ୍ଜିତ କରନ୍ତି। ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି। ସେଲା

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ଵର୍ଗରୁ ପଠାଇ ମୋତେ ତ୍ରାଣ କରିବେନ୍ତଣ [ସେଲା ପରମେଶ୍ଵର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।

Gade chapit la Kopi

ଓଡିଆ ବାଇବେଲ

3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ, ସେ ସ୍ୱର୍ଗରୁ ପଠାଇ ମୋତେ ତ୍ରାଣ କରିବେ; [ସେଲା] ପରମେଶ୍ୱର ଆପଣା ଦୟା ଓ ସତ୍ୟତା ପ୍ରେରଣ କରିବେ।

Gade chapit la Kopi




ଗୀତସଂହିତା 57:3
14 Referans Kwoze  

ତେଣୁ ହେ ସଦାପ୍ରଭୁ, ତୁମ୍ଭର ଦୟାକୁ ମୋ'ଠାରେ ଲୁଗ୍ଭଅ ନାହିଁ। ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ସର୍ବଦା ମୋତେ ରକ୍ଷା କରୁ।”


ହେ ପରମେଶ୍ୱର, ତୁମ୍ଭର ଆଲୋକ ଓ ସତ୍ୟତାର ବାର୍ତ୍ତା ମୋ’ ନିକଟକୁ ପ୍ରେରିତ ହେଉ। ତୁମ୍ଭର ଆଲୋକ ଓ ସତ୍ୟତା ମୋର ପଥ ପ୍ରଦର୍ଶକ ହେଉ। ସେମାନେ ମୋତେ ବାଟ ଦେଖାଇ ତୁମ୍ଭର ପବିତ୍ର ପର୍ବତକୁ ନେଇଯିବେ। ସେମାନେ ମୋତେ ତୁମ୍ଭର ପବିତ୍ର ଗୃହକୁ ପଥ ଦେଖାଇବେ।


ତା'ପରେ ପିତର ଜାଣି ପାରିଲେ ତାହାଙ୍କୁ ଯାହାସବୁ ଘଟିଗଲା ଏବଂ କହିଲେ, “ମୁଁ ବର୍ତ୍ତମାନ ଜାଣିଲି, ଏହା ପ୍ରକୃତରେ ସତ୍ୟ ଅଟେ। ପ୍ରଭୁ ପ୍ରକୃତରେ ତାହାଙ୍କ ସ୍ୱର୍ଗଦୂତଙ୍କୁ ପଠାଇ ହେରୋଦଙ୍କ କବଳରୁ ମୋତେ ଉଦ୍ଧାର କଲେ ଓ ଯିହୂଦୀୟମାନଙ୍କ ସମସ୍ତ ମନ୍ଦ ଆଶାକୁ ବ୍ୟର୍ଥ କଲେ।”


ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।


ଦେଖ ସେହି ଲୋକମାନେ ସିଂହ ବିକ୍ରମରେ ଲଢ଼ୁଛନ୍ତି। ସେମାନେ ସିଂହ ପରି ଉଠୁଛନ୍ତି। ଯେପର୍ଯ୍ୟନ୍ତ ସେ ସିଂହ ଶିକାର ଭୋଜନ ନ କରିଛି ଓ ହତ ଲୋକମାନଙ୍କର ରକ୍ତ ପାନ ନ କରିଛ, ସେ ପର୍ଯ୍ୟନ୍ତ ଶୟନ କରିବ ନାହିଁ।”


ମୋଶାଙ୍କ ଦ୍ୱାରା ଆମ୍ଭମାନଙ୍କୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନୁଗ୍ରହ ଓ ସତ୍ୟ ମାର୍ଗ ଆସିଲା।


ଅଚିହ୍ନା ଲୋକଙ୍କୁ ମୁଁ ଯେ ସବୁବେଳେ ଆହାର ଦେଇ ଆସିଛି ତାହା ମୋ’ ଗୃହର ସମସ୍ତ ଲୋକ ଜାଣନ୍ତି।


ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମୋତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତେଣୁ ଆମ୍ଭକୁ ପରିତ୍ୟାଗ କର ନାହିଁ।


ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ଯ୍ୟ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।


Swiv nou:

Piblisite


Piblisite