ଗୀତସଂହିତା 57:5 - ପବିତ୍ର ବାଇବଲ5 ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ। ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ। Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ପରମେଶ୍ଵର, ତୁମ୍ଭେ ସ୍ଵର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ତଳ ଉପରେ ତୁମ୍ଭର ମହିମା ହେଉ। Gade chapit laଓଡିଆ ବାଇବେଲ5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ। Gade chapit la |
ଏକତ୍ରିତ ହୋଇଥିବା ଇସ୍ରାଏଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, “ପରମେଶ୍ୱର ମୋର ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶଲୋମନ ଅଳ୍ପବୟସ୍କ ଅଟେ ଓ ଏହି କାର୍ଯ୍ୟ ନିମନ୍ତେ ଯେଉଁ ସମସ୍ତ ବିଷୟ ଆବଶ୍ୟକ, ସେ ତାହା ଜାଣେ ନାହିଁ? କିନ୍ତୁ ଏହି କାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।