Biblia Todo Logo
Bib sou entènèt

- Piblisite -




ଗୀତସଂହିତା 57:7 - ପବିତ୍ର ବାଇବଲ

7 ମୋର ହୃଦୟ ସ୍ଥିର ଅଟେ। ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ। ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ପରମେଶ୍ଵର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।

Gade chapit la Kopi

ଓଡିଆ ବାଇବେଲ

7 ହେ ପରମେଶ୍ୱର, ମୋ’ ଚିତ୍ତ ସୁସ୍ଥିର ଅଛି, ମୋ’ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି; ମୁଁ ଗାନ କରିବି, ହଁ, ମୁଁ ପ୍ରଶଂସା ଗାନ କରିବି।

Gade chapit la Kopi




ଗୀତସଂହିତା 57:7
11 Referans Kwoze  

ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସେହି ଲୋକ ସୁସ୍ଥିର ହେବ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ।


ମୁଁ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। ସେ ମୋତେ ସମସ୍ତ ଭୟରୁ ମୁକ୍ତି ପ୍ରଦାନ କଲେ।


ପ୍ରତ୍ୟେକ କଥା ପାଇଁ ପରମପିତା ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପରମେଶ୍ୱରଙ୍କୁ ଧନ୍ୟବାଦ ଅର୍ପଣ କର।


ସେହି ଲୋକମାନେ କହିବେ, “ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।”


ଆମ୍ଭେମାନେ ଆମ୍ଭର କ୍ଳେଶଗୁଡ଼ିକ ଥାଇ ମଧ୍ୟ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ଧୈର୍ଯ୍ୟବାନ କରାଏ।


ସେମାନେ ନିଶ୍ଚୟ ଦଣ୍ଡ ପାଇବେ। ସେମାନେ ଅନ୍ୟ ଲୋକମାନଙ୍କ ପ୍ରତି ନିଷ୍ଠୁର ବ୍ୟବହାର ପ୍ରଦର୍ଶନ କରନ୍ତି। କିନ୍ତୁ ସେମାନେ ନିଜର ଦୌରାତ୍ମ୍ୟ ପାଇଁ ନିଜେ ହିଁ ଦଣ୍ଡ ପାଇବେ।


ମୁଁ କୌଣସି ଭୁଲ୍ କାର୍ଯ୍ୟ କରି ନାହିଁ। ତଥାପି ସେ ଲୋକମାନେ ବିନା କାରଣରେ ମୋତେ ଯନ୍ତାରେ ପକାଇବାକୁ ଚେଷ୍ଟା କରିଥିଲେ। ସେମାନେ ମୋତେ ଯନ୍ତାରେ ପକାଇବାକୁ ଉଦ୍ୟମ କରିଥିଲେ।


ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।


ମୁଁ ସଦାପ୍ରଭୁଙ୍କୁ କହିଲି, ତୁମ୍ଭେ ମୋର ପରମେଶ୍ୱର। ହେ ସଦାପ୍ରଭୁ, ମୋର ପ୍ରାର୍ଥନାକୁ ଗ୍ରହଣ କର।


ମନ୍ଦ ଲୋକମାନେ ମୋ’ ପାଇଁ ଫାଶ ବସାନ୍ତି। ସେମାନଙ୍କର ଫାଶରେ ମୋତେ ପଡ଼ିବା ପାଇଁ ଦିଅ ନାହିଁ।


Swiv nou:

Piblisite


Piblisite