Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:10 - ପବିତ୍ର ବାଇବଲ

10 ପରମେଶ୍ୱର ମୋତେ ଭଲପା’ନ୍ତି। ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୋହର ଦୟାବାନ ପରମେଶ୍ଵର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ଵର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।

Gade chapit la Kopi

ଓଡିଆ ବାଇବେଲ

10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋʼ ଶତ୍ରୁମାନଙ୍କ ଉପରେ ମୋʼ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।

Gade chapit la Kopi




ଗୀତସଂହିତା 59:10
23 Referans Kwoze  

ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ।


ତୁମ୍ଭେ ମୋତେ ମୋର ସବୁ ବିପଦରୁ ରକ୍ଷା କଲ। ମୋ’ ଶତ୍ରୁଗଣ ପରାଜିତ ହେବାର ମୁଁ ଦେଖିଛି।


ମୁଁ ତୁମ୍ଭର ସ୍ତୁତିଗାନ କରିବି। କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ, ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।


ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ। ତୁମ୍ଭେ ତା'ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।


ମୋର ଶତ୍ରୁମାନେ ମୋତେ ଆକ୍ରମଣ କରିବାର ମୁଁ ଦେଖୁଅଛି। ସେମାନେ ମୋ’ ବିଷୟରେ ଯାହା କଥାବାର୍ତ୍ତା କରିଛନ୍ତି, ତାହା ମୁଁ ଶୁଣିଅଛି।


ପରମେଶ୍ୱର, ମୋର ଶତ୍ରୁମାନଙ୍କୁ ସେମାନଙ୍କର କୁକର୍ମ ପାଇଁ ପ୍ରତିରୋଧ କର। ପରମେଶ୍ୱର, ଦେଖାଇ ଦିଅ ଯେ, ତୁମ୍ଭେ ମୋ’ ପାଇଁ ସତ୍ୟ ଅଟ ଏବଂ ସେମାନଙ୍କୁ ଧ୍ୱଂସ କର।


ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ସେ ପିତା ଅଟନ୍ତି, ସେ କରୁଣାରେ ପରିପୂର୍ଣ୍ଣ ଓ ସମସ୍ତ ବିଷୟରେ ସାନ୍ତ୍ୱନାଦାତା ପରମେଶ୍ୱର।


ମୋ’ ନିମନ୍ତେ ତୁମ୍ଭ ପରେ ଅନିଷ୍ଟ ଦେଖିବା ପାଇଁ ବେଗଗାମୀ ନ ଥିଲି କିଅବା ମୁଁ ସେହି ବିଭୀଷିକାମୟ ଦିନ ଆସୁ ବୋଲି ଗ୍ଭହୁଁ ନାହିଁ। ମୋ’ ଓଷ୍ଠକୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।


ପୁଣି ସେମାନେ ଡାକିବା ପୂର୍ବରୁ ଆମ୍ଭେ ଉତ୍ତର ଦେବା ଓ ସେମାନେ କଥା କହୁ କହୁ ଆମ୍ଭେ ଶୁଣିବା।


ସେହି ଲୋକ ସୁସ୍ଥିର ଥାଏ। ସେ କେବେ ଭୟ କରେ ନାହିଁ। ସେ ତା'ର ଶତ୍ରୁମାନଙ୍କୁ ପରାସ୍ତ ହେବାର ଦେଖିବ।


ତୁମ୍ଭେ ଦେଖିବ ଯେ, ଦୁଷ୍ଟ ଲୋକମାନେ ଦଣ୍ଡିତ ହୋଇଛନ୍ତି। ତୁମ୍ଭେ ଏହାକୁ ନିଜ ଆଖିରେ ଦେଖି ପାରିବ।


ଦୟାକରି ଆମ୍ଭମାନଙ୍କର ଅତୀତର ପାପ ପାଇଁ ଆମ୍ଭମାନଙ୍କୁ ଦଣ୍ଡ ଦିଅ ନାହିଁ। ଶୀଘ୍ର ଆମ୍ଭମାନଙ୍କ ପ୍ରତି ଦୟା ଦେଖାଅ! ଆମ୍ଭେମାନେ ଆଜି କ୍ଷୀଣ ହୋଇଅଛୁ।


ସେମାନେ ମୋତେ ହତ୍ୟା କରିବାର ଆଶା ନେଇ ଲୁଚି ରହନ୍ତି ଓ ମୋର ପ୍ରତ୍ୟେକ ଗତିବିଧି ଲକ୍ଷ୍ୟ କରନ୍ତି।


ମୋର ଶତ୍ରୁମାନେ ନିରନ୍ତର ଭାବରେ ମୋତେ ଆକ୍ରମଣ କରିବାକୁ ଉଦ୍ୟମ, ସେହି ଯୋଦ୍ଧାମାନଙ୍କର ସଂଖ୍ୟା ବହୁତ।


ହେ ସଦାପ୍ରଭୁ, ମୋତେ ତୁମ୍ଭର ଧର୍ମ ପଥରେ ପ୍ରଦର୍ଶନ କର। ଲୋକମାନେ ମୋର ଦୁର୍ବଳତାକୁ ଗ୍ଭହିଁ ବସିଛନ୍ତି। ତେଣୁ ମୋତେ ଉଚିତ୍ ମାର୍ଗ ପ୍ରଦର୍ଶନ କରି ଧର୍ମ ପଥରେ କଢ଼ାଇ ନିଅ, ଓ ମୋର ପଥକୁ ସରଳ କର।


ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ପାଇଁ ଦାଉଦ ଏକ ଦୁଃଖଦ ଗୀତ ଗାଇଲେ।


ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସେମାନେ ସେ ପର୍ଯ୍ୟନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ୟ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସେମାନେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ୟକୁ ଯିବେ।


ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କୁ ଦଣ୍ତ ଦେବେ। ଶାଉଲ ସାଧାରଣ ମୃତ୍ୟୁବରଣ କରି ପାରନ୍ତି କିମ୍ବା ସେ ଯୁଦ୍ଧକୁ ଯାଇ ମରିବେ।


ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ। ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।


Swiv nou:

Piblisite


Piblisite