ଗୀତସଂହିତା 59:11 - ପବିତ୍ର ବାଇବଲ11 ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ। ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି। ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ଵରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। Gade chapit laଓଡିଆ ବାଇବେଲ11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୋ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର। Gade chapit la |