Biblia Todo Logo
Bib sou entènèt

- Piblisite -




ଗୀତସଂହିତା 59:12 - ପବିତ୍ର ବାଇବଲ

12 ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି। ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।

Gade chapit la Kopi

ଓଡିଆ ବାଇବେଲ

12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।

Gade chapit la Kopi




ଗୀତସଂହିତା 59:12
20 Referans Kwoze  

ଦୁଷ୍ଟର ଓଷ୍ଠରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।


ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ୟ ପ୍ରାଣର ଫାନ୍ଦ ସ୍ୱରୂପ।


ସେହି ଲୋକମାନେ ସବୁବେଳେ ଈଶ୍ୱରଙ୍କୁ ତିରସ୍କାର କରନ୍ତି। ସେମାନେ ସବୁବେଳେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କହନ୍ତି। ସେମାନେ ସବୁବେଳେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରନ୍ତି।


ଏହି ଲୋକମାନେ ଶପଥ, ମିଥ୍ୟା, ହତ୍ୟା ଓ ଗ୍ଭେରି କରନ୍ତି। ସେମାନେ ବ୍ୟଭିଗ୍ଭରିତାର ପାପ ଦ୍ୱାରା ସନ୍ତାନ ଲାଭ କରନ୍ତି। ସେମାନେ ବାରମ୍ବାର ନରହତ୍ୟା କରନ୍ତି।


ଗର୍ବୀ ଓ ଦୁଷ୍ଟ ଲୋକମାନେ କୁମନ୍ତ୍ରଣା କରନ୍ତି ଓ ସେମାନେ ଗରିବ ଲୋକମାନଙ୍କର କ୍ଷତି କରନ୍ତି।


ସେମାନେ କିନ୍ତୁ ବାରମ୍ବାର କହିଲେ, “ସେ ଲୋକଙ୍କ ମଧ୍ୟରେ ଗୋଳମାଳ ସୃଷ୍ଟି କରୁଛନ୍ତି। ଯିହୂଦାର ଗ୍ଭରିଆଡ଼େ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀରେ ଆରମ୍ଭ କରିଥିଲେ। ଏବେ ସେ ଏଠାରେ ଅଛନ୍ତି।”


ସେମାନେ କହିଲେ, “ମହାଶୟ, ଆମ୍ଭର ମନେ ଅଛି ଯେ ସେହି ପ୍ରତାରକ ସେ ବଞ୍ଚିଥିବା ବେଳେ କହିଥିଲା, ‘ତୃତୀୟ ଦିନ ପରେ ମୁଁ ମୃତ୍ୟୁରୁ ପୁଣି ପୁନ‌ରୁ‌‌ତ୍‌‌ଥିତ ହେବି।’


ସବୁ ଲୋକ ଉତ୍ତର ଦେଲେ, “ଆମ୍ଭେ ତାହାଙ୍କ ମୃତ୍ୟୁ ପାଇଁ ଦାୟୀ ରହିବୁ। ତାହାଙ୍କ ମୃତ୍ୟୁ ପାଇଁ ଯେକୌଣସି ଦଣ୍ଡ ପାଇବାକୁ ଯୋଗ୍ୟ, ଆମ୍ଭ ନିଜ ପାଇଁ ଓ ଆମ୍ଭ ପିଲାମାନଙ୍କ ପାଇଁ ସେଥିରେ ରାଜି ଅଛୁ।”


“ତା'ପରେ ହେ ଯିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହେବେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ଯିରୁଶାଲମରୁ ତଡ଼ି ଦେଇଛୁ। ଆମ୍ଭର ପବିତ୍ର ପର୍ବତରେ ଆଉ କୌଣସି ଦାମ୍ଭିକ ଲୋକ କେବେହେଲେ ରହିବେ ନାହିଁ।


ସତ୍ୟପ୍ରିୟ ଲୋକମାନଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ। କିନ୍ତୁ ବିଶ୍ୱାସଘାତକ ଲୋକ ସେମାନଙ୍କ ଅଭିଳାଷ ଦ୍ୱାରା ଧରା ପଡ଼ିବେ।


ଯଦି ତୁମ୍ଭେ କର, ତେବେ ତୁମ୍ଭେ ଆପଣା ପ୍ରତିଜ୍ଞା ଦ୍ୱାରା ଫାନ୍ଦରେ ପଡ଼ିଅଛ ଓ ଆପଣା କଥା ପାଇଁ ଧରାଯାଇ ଅଛ।


ହେ ପରମେଶ୍ୱର, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଛନ୍ତି, ସେମାନଙ୍କୁ ସାତଗୁଣ ପ୍ରତିଫଳ ଦଣ୍ଡ ଦିଅ।


ପରମେଶ୍ୱର ନେତାମାନଙ୍କୁ ବୋକା ବନାଇ ମରୁଭୂମିରେ ଉଦ୍ଦେଶ୍ୟହୀନ ଭାବରେ ବୁଲାଇ ବାଟବଣା କରିଦିଅନ୍ତି।


ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।


“କିନ୍ତୁ ମୁଁ ସେମାନଙ୍କ ମଧ୍ୟରୁ ଅଳ୍ପ କେତେକଙ୍କୁ ‌‌ଖ‌ଡ଼୍‌ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବି। ତହିଁରେ ସେମାନେ ଯେଉଁ ରାଷ୍ଟ୍ରମାନଙ୍କ ମଧ୍ୟରେ ନିର୍ବାସିର ରୂପେ ବାସ କରିବେ, ସେମାନଙ୍କ ନିକଟରେ ନିଜର ଘୃଣ୍ୟ କର୍ମସବୁ ପ୍ରକାଶ କରିବେ। ଏବଂ ତା'ପରେ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ଅଟେ।”


Swiv nou:

Piblisite


Piblisite