ଗୀତସଂହିତା 59:16 - ପବିତ୍ର ବାଇବଲ16 କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି। ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି। କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ। ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ଵରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ଵରୂପ ହୋଇଅଛ। Gade chapit laଓଡିଆ ବାଇବେଲ16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ। Gade chapit la |