ଗୀତସଂହିତା 59:4 - ପବିତ୍ର ବାଇବଲ4 ମୁଁ କୌଣସି ଦୋଷ କରି ନାହିଁ। କିନ୍ତୁ ସେମାନେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି। ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ! Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। Gade chapit laଓଡିଆ ବାଇବେଲ4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର। Gade chapit la |
ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”