ଗୀତସଂହିତା 59:5 - ପବିତ୍ର ବାଇବଲ5 ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ। ସେଲା Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା Gade chapit laଓଡିଆ ବାଇବେଲ5 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା] Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା] Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।