Biblia Todo Logo
Bib sou entènèt

- Piblisite -




ଗୀତସଂହିତା 6:1 - ପବିତ୍ର ବାଇବଲ

1 ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।

Gade chapit la Kopi




ଗୀତସଂହିତା 6:1
12 Referans Kwoze  

ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ। କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ।


ସଦାପ୍ରଭୁ କହନ୍ତି, “ହେ ମୋର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ଆମ୍ଭେ ସେମାନଙ୍କୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବେଚନା ପୂର୍ବକ ଶାସ୍ତି ଦେବା। ମାତ୍ର ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।”


ସଦାପ୍ରଭୁ ମୋତେ ବୃହତ୍ ଶାସ୍ତି ଦେଇଅଛନ୍ତି। ମାତ୍ର ସେ ମୋତେ ମରିବାକୁ ଦେଲେ ନାହିଁ।


ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦମନ କର। ମାତ୍ର ସୁବିବେଚନାରେ ତାହା କର। କ୍ରୋଧରେ ତାହା କର ନାହିଁ, ଯଦି ତୁମ୍ଭେ ଏପରି କର ତେବେ ଆମ୍ଭେ ଧ୍ୱଂସ ହୋଇଯିବୁ।


ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ। ଯଦି କରିବା ତାହାହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ମତ୍ତଥିୟ, ଇଲୀଫଲେହୁ, ମ‌କ୍‌ନେୟ, ଓବେଦ୍-ଇଦୋମ୍, ଯିୟୂୟେଲ ଓ ଅସରିୟ ଶିମିନୀତ୍ ତମ୍ବୁରା ବଜାଉଥିଲେ। ଚିରକାଳ ନିମନ୍ତେ ସେମାନଙ୍କର ଏହି କାର୍ଯ୍ୟ ଥିଲା।


“କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।


ହେ ମୋର ଧର୍ମସ୍ୱରୂପ ପରମେଶ୍ୱର, ମୋତେ ଉତ୍ତର ଦିଅ। ମୁଁ ଯେତେବେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମୋର ଗୁହାରି ଶୁଣ। ମୋ’ ପ୍ରତି ସଦୟ ହୁଅ। ମୋତେ ମୋର ସମସ୍ତ ଦୁଃଖ ଯନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।


ହେ ସଦାପ୍ରଭୁ, ମୋତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ୱାସୀ ଲୋକର ହ୍ରାସ ହେଉଛି।


କିନ୍ତୁ ପରମେଶ୍ୱର ସେମାନଙ୍କ ଉପରେ କ୍ରୋଧିତ ହୁଅନ୍ତି ଏବଂ କୁହନ୍ତି, “ମୁଁ ଏହି ବ୍ୟକ୍ତିକୁ ରାଜା ହେବାକୁ ପସନ୍ଦ କରିଛି ଏବଂ ସେ ସିୟୋନ ପର୍ବତରେ ଶାସନ କରିବ। ସିୟୋନ ହେଉଛି ମୋର ପବିତ୍ର ପର୍ବତ।” ସଦାପ୍ରଭୁଙ୍କର ଏହିସବୁ ବାକ୍ୟ ନେତାମାନଙ୍କୁ ସ୍ଥାପନ କରିଅଛି।


ଯିଖରିୟ, ଅସୀୟେଲ, ଶମୀରାମୋତ୍, ଯିହିୟେଲ, ଉନ୍ନି, ଇଲୀୟାବ, ମାସେୟ ଓ ବନାୟ ଆଲାମୋତ୍ ବୀଣା ବଜାଉଥିଲେ।


Swiv nou:

Piblisite


Piblisite