Biblia Todo Logo
Bib sou entènèt

- Piblisite -




ଗୀତସଂହିତା 61:3 - ପବିତ୍ର ବାଇବଲ

3 ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ! ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।

Gade chapit la Kopi




ଗୀତସଂହିତା 61:3
9 Referans Kwoze  

ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସେଠାକୁ ଯାଇ ରକ୍ଷା ପାଆନ୍ତି।


ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।


ହେ ସଦାପ୍ରଭୁ, ମୋର ପ୍ରଭୁ, ତୁମ୍ଭେ ହେଉଛ ଶକ୍ତିଶାଳୀ, ଯିଏକି ମୋତେ ରକ୍ଷା କରେ। ତୁମ୍ଭେ ମୋର ମସ୍ତକର ରକ୍ଷାକବଚ, ଯାହା ମୋର ଯୁଦ୍ଧ ସମୟରେ ମସ୍ତକ ଆଚ୍ଛାଦନ କରି ସୁରକ୍ଷା ଦିଅ।


ପରମେଶ୍ୱର ଆମ୍ଭମାନଙ୍କୁ ମୃତ୍ୟୁର ଏହି ଭୟଙ୍କର ବିପଦରୁ ଉଦ୍ଧାର କଲେ। ପରମେଶ୍ୱର ସର୍ବଦା ଏପରି ଉଦ୍ଧାର କରିବେ। ଆମ୍ଭେ ତାହାଙ୍କ ଉପରେ, ଆଶାବାନ ଓ ସେ ଆମ୍ଭମାନଙ୍କୁ ସର୍ବଦା ଉଦ୍ଧାର କରିବେ।


ମୁଁ ତାଙ୍କୁ ଭଲ ପାଏ ଯେତେବେଳେ ସେ ମୋ’ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ୟୁବରଣ କଲା ପୂର୍ବରୁ ଉତ୍ତର ଦେଲେ।


ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ। ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼। ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ। ପରମେଶ୍ୱର ମୋର ଢାଲ ସଦୃଶ। ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ। ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।


ସଦାପ୍ରଭୁ ମୋତେ ନିଶ୍ଚୟ ବିପଦରୁ ରକ୍ଷା କରିବେ। ସେ ମୋତେ ତାଙ୍କ ମନ୍ଦିରରେ ଲୁଗ୍ଭଇ ରଖିବେ। ସେ ମୋତେ ନେଇ ତାଙ୍କ ନିରାପଦ ସ୍ଥାନରେ ରଖିବେ।


Swiv nou:

Piblisite


Piblisite